ପ୍ରଧାନ ପୃଷ୍ଠା


ଓଡ଼ିଆ ଉଇକିପିଡ଼ିଆ
ଏକ ଖୋଲା ଜ୍ଞାନକୋଷ
Crystal Clear app tutorials.png କିପରି ଟାଇପ କରିବେ ଜାଣିବା ନିମନ୍ତେ ଏଥିରେ କ୍ଳିକ କରନ୍ତୁ

ଆଲୋଚନା ସଭାଇ-ମେଲରେ ଯୋଗାଯୋଗଲଗ ଇନ/ନୂଆ ଖାତାଟିଏ ଖୋଲିବେ

Communauté silhouette.svg ନୂଆ ପ୍ରସଙ୍ଗଟିଏ ଗଢ଼ିବା ଶିଖନ୍ତୁ

ନିୟମାବଳୀକିଛି ଜାଣିବା କଥାଲେଖିବାରେ ସହଯୋଗଦରକାରୀ ଗୁରୁତ୍ତ୍ୱପୂର୍ଣ୍ଣ ପ୍ରସଙ୍ଗ ତାଲିକା

ଖୋଜିବାକୁ ଚାହୁଁଥିବା ପ୍ରସଙ୍ଗର ପ୍ରଥମ ଅକ୍ଷର ଉପରେ କିମ୍ବା ଶ୍ରେଣୀ ଉପରେ କ୍ଳିକ କରନ୍ତୁ ।

୦-୯
ଶ୍ରେଣୀ କ୍ଷ ଜ୍ଞ ଶ୍ରୀ ଓଁ
ନୂଆ ପୃଷ୍ଠାର ନାମ ଲେଖନ୍ତୁ:

ପୂର୍ବରୁ ଥିବା ପ୍ରସଙ୍ଗ ସବୁକୁ ଆପଣ ଅଧିକ ତଥ୍ୟ ଯୋଡ଼ି ଉନ୍ନତ କରିପାରିବେ ବା ନୂଆ ପ୍ରସଙ୍ଗ ତିଆରି କରିପାରିବେ

ଏୟାର ଇଣ୍ଡିଆ

ଏୟାର ଇଣ୍ଡିଆ (Air India), ଭାରତର ଏକ ବିମାନସେବା । ଭାରତ ସରକାରଙ୍କ ଦ୍ୱାର ଚାଳିତ ଦୁଇ ବିମାନସେବା ମଧ୍ୟରୁ ଏହା ଅନ୍ୟତମ (ଅନ୍ୟଟି ଇଣ୍ଡିଆନ ଏୟାରଲାଇନ୍ସ । ୧୯୩୨ ଅକ୍ଟୋବର ୧୫ ତାରିଖରେ ଏୟାର ଇଣ୍ଡିଆର ବିମାନ ସେବା ଆରମ୍ଭ ହେଇଥିଲା । ସେତେବେଳେ ଏହାର ନାମ ଟାଟା ଏୟାରଲାଇନ୍ସ ରହିଥିଲା । ୧୯୩୨ ମସିହା ଜୁଲାଇ ମାସରେ ଏହା ପ୍ରତିଷ୍ଠା କରାଯାଇଥିଲା । ଏହାର କର୍ପୋରେଟ କାର୍ଯ୍ୟାଳୟ ଦକ୍ଷିଣ ବମ୍ବେର ନରିମାନ ପଇଣ୍ଟରେ ଅବସ୍ତିତ । ଏହାର ଦୁଇଟି କେନ୍ଦ୍ରମଧ୍ୟ ରହିଛି । ଗୋଟିଏ ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ରହିଥିବା ବେଳେ ଅନ୍ୟଟି ଛତ୍ରପତି ଶିବାଜୀ ଇଣ୍ଟରନ୍ୟାଶନାଲ ଟର୍ମିନାଲରେ ରହିଛି । ଏହି ଏୟାରଲାଇନ୍ସ ଉଭୟ ଏୟାରବସ ଓ ବୋଇଂ ବିମାନସେବା ଯୋଗାଉଛି । ବର୍ତ୍ତମାନ ଏହା ସମଗ୍ର ଏସିଆ, ୟୁରୋପ ଓ ଉତ୍ତର ଆମେରିକାକୁ ବିମାନସେବା ଯୋଗାଇବାରେ ସକ୍ଷମ ହୋଇଛି । ଭାରତୀୟ ଉପମହାଦେଶରେ ସର୍ବବୃହତ ଅପରେଟର ହୋଇଥିଲେ ମଧ୍ୟ ଏୟାର ଇଣ୍ଡିଆ ୪ର୍ଥ ସ୍ଥାନରେ ରହିଛି । ୨୦୧୪ରେ ଏୟାର ଇଣ୍ଡିଆ ବିଶ୍ୱର ସର୍ବବ୍ରୁହତ୍ ବିମାନ ଆଲାଏନ୍ସ, ସ୍ଟାର ଆଲାଏନ୍ସର ସଭ୍ୟଭାବେ ଯୋଗ ଦେଇଛି ।

ପୁରା ପଢନ୍ତୁ...

ଏଇଟି ଗତବର୍ଷ ପୁରୁଣା ବଛା ଲେଖା, ନୁଆ ତିଆରି କରନ୍ତୁ


ଅକ୍ଟୋବର

ଜନ୍ମ

ମୃତ୍ୟୁ

ପର୍ବପର୍ବାଣୀ

ସୋରିଷ ବଣ, ବଡକେରା, ଅନୁଗୋଳ
ସୋରିଷ ବଣ, ବଡକେରା, ଅନୁଗୋଳ
ସ୍ଵତ୍ତ୍ଵାଧିକାରୀ: 2sarojkumar

ପଚରାଯାଇଥିବା ପ୍ରଶ୍ନର ଉତ୍ତର ଶିକ୍ଷଣ ଖୋଲା ଏଡ଼ିଟର

ମେଟା-ଉଇକି ମେଟା-ଉଇକି (ଉଇକିମିଡ଼ିଆ ପ୍ରକଳ୍ପର ପରିଚାଳନା) କମନ୍ସ ଉଇକିକମନ୍ସ (ମାଗଣା ମାଧ୍ୟମର ଭଣ୍ଡାର) Wikidata ଉଇକିଡାଟା (ଖୋଲା ତଥ୍ୟ ଭଣ୍ଡାର) ଉଇକିଅଭିଧାନ ଉଇକିଅଭିଧାନ (ଶବ୍ଦକୋଷ ଓ ବିଶେଷଣ ପୋଥି) ଉଇକିକଥା ଉଇକିକଥା (ଢଗଢମାଳି ଓ ବିଶେଷ କଥା) ଉଇକିପାଠାଗାର ଉଇକିପାଠାଗାର (ମାଗଣା ପଢ଼ାଘର) ଉଇକି ସମ୍ବାଦ ଉଇକି ସମ୍ବାଦ (ଖୋଲା ସମ୍ବାଦ) ଉଇକିପୋଥି ଉଇକିପୋଥି (ମାଗଣା ପଢ଼ାବହି ଓ ମାନୁଆଲ) ଉଇକିସ୍ପିସିସ ଉଇକିସ୍ପିସିସ (ଜାତିମାନଙ୍କର ତାଲିକା) ଉଇକି ମହାବିହାର ଉଇକି ମହାବିହାର (ମାଗଣା ଶିକ୍ଷଣ ଓ ଉପକରଣ) ଉଇକିଭ୍ରମଣ ଉଇକିଭ୍ରମଣ (ଖୋଲା ଭ୍ରମଣ-ପୁସ୍ତିକା)

ଉପରକୁ ଯିବେପୁନ ଲୋଡ଼ – ଉଇକିମିଡ଼ିଆ ଭାରତ ପୋର୍ଟାଲ – ପରିସଂଖ୍ୟାନ – ଆଲୋଚନା ସଭାଯୋଗାଯୋଗFacebook icon.svg ଫେସବୁକTwitter.svg ଟୁଇଟର